27.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟରେ ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଆଜି ଅଦଳବଦଳ ହୋଇଛି । ପରାଗ ଗୁପ୍ତା ହୋଇଛନ୍ତି ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ । ୧୯୮୮ ବ୍ୟାଚର ଗୁପ୍ତା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ।

ସେହିପରି ସୁରେନ୍ଦ୍ର କୁମାର ଓଏମସିର ଚେୟାରମ୍ୟାନ ବା ଓଡିଶା ଖଣି ନିଗମର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି । ସୁରେନ୍ଦୟ ଏବେ ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଅଛନ୍ତି ।

ଅନ୍ୟପଟେ ଜି.ମାଥି ଭାଥନନ୍ ସିଡିଏର ଚେୟାରମ୍ୟାନ ହୋଇଛନ୍ତି । ସେ ଏବେ ନଗର ଉନ୍ନୟନ ଓ ସଂସଦୀୟ ବ୍ୟାପାର ବିଭାଗ ସମ୍ଭାଳୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking