29.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗବଡ ଖବର: ଆଜି ରାଜ୍ୟରୁ ୩୪୯୦ ପଜିଟିଭ୍ ଚିହ୍ନଟ :

ବଡ ଖବର: ଆଜି ରାଜ୍ୟରୁ ୩୪୯୦ ପଜିଟିଭ୍ ଚିହ୍ନଟ :

ଭୁବନେଶ୍ୱର : ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୪୯୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଓ କଟକରୁ ୩୭୬, ଝାରସୁଗୁଡାରୁ ୧୦୩, ରାୟଗଡାରୁ ୨୦୬, ମୟୂରଭଞ୍ଜରୁ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୯୨ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୩୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୩ଜଣ, କଳହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୫ଜଣ, କୋରାପୁଟ ଜିଲ୍ଲାରୁ ୯୩ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୨ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୬ଜଣ, ସମ୍ବଲପୁର ଜିଲ୍ଲାରୁ ୮୫ଜଣ, ସୋନପୁର ଜିଲ୍ଲାରୁ ୧୦୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଷ ପୋଲରୁ ୧୦୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯୯, ୩୯୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧,୩୬୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking