32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଦିଲ୍ଲୀରେ ଭୂକମ୍ପ ଝଟକା

ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଗୁରୁବାର ରାତି ପ୍ରାୟ ୧୧ଟା ୪୫ମିନିଟ ସମୟରେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking