40.1 C
Bhubaneswar
Thursday, April 25, 2024
Homeଖେଳଟସ ଜିତି ରାଜସ୍ଥାନର ବୋଲିଂ ନିଷ୍ପତ୍ତି

ଟସ ଜିତି ରାଜସ୍ଥାନର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ : ଆଇପିଏଲରେ ଦିଲ୍ଲୀ ଦଳ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଚାଲିଛି । ଦଳ ମୋଟ ୫ଟି ମ୍ୟାଚ ଖେଳି ୪ଟିରେ ବିଜୟ ହାସଲ କରିଥିବାବେଳେ ଗୋଟିଏ ପରାଜୟ ବରଣ କରିଛି । ଏହାଫଳରେ ଦଳ ୮ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ରହିଛି । । ଅପରପକ୍ଷରେ ରାଜସ୍ଥାନ ଦଳ ୫ଟି ମ୍ୟାଚ ଖେଳି ୩ଟିରେ ବିଜୟ ଓ ୨ଟିରେ ପରାଜୟ ସହ ୬ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି । ସାରଜା କ୍ରିକେଟ ଷ୍ଟାଡିୟମଠାରେ ଆଜି ଆଇପିଏଲ ୨୦୨୦ର ୨୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି । ରାଜସ୍ଥାନର ଅଧିନାୟକ ଷ୍ଟିଭେନ ସ୍ମିଥ ଟସ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking