28.1 C
Bhubaneswar
Saturday, April 27, 2024
Homeକରୋନାଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ହଜାର ୬୭୪ଜଣ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ହଜାର ୬୭୪ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଳୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୬୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ ୦୭ହଜାର ୭୫୪ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫୯ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ହଜାର ୧୨୧ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୯ଲକ୍ଷ ୬୮ହଜାର ୯୬୮ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ହଜାର ୦୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫ ଲକ୍ଷ ୧୨ହଜାର ୬୬୫ଜଣ। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking