29.4 C
Bhubaneswar
Thursday, April 18, 2024
Homeବ୍ରେକୀଙ୍ଗଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ଯାଜପୁର: ଜାତୀୟ ପ୍ରେସ ଦିବସ। ଏହି ଅବସରରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭିଡ଼ିଓ କନ୍ଫରେନସ ମାଧ୍ୟମରେ ସାମ୍ବାଦିକ ମାନଙ୍କ ସହିତ ଆଲୋଚନା କରାଯାଇଥିଲା। କୋରୋନା ସମୟରେ ସାମ୍ବାଦିକ ମାନଂକ ଭୂମିକା ସମ୍ପର୍କରେ ଜିଲାପାଳ ଆଲୋଚନା କରିଥିଲେ। ଏହି ଆଲୋଚନା ଚକ୍ର ରେ ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ ମଲ୍ଲିକ,ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଉପସ୍ଥିତ ରହି ସମାଜ ଗଠନ ରେ ସାମ୍ବାଦିକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ରଖିଥିଲେ। ଏହି ଅବସରରେ ସାମ୍ବାଦିକ ମାନେ ସେମାନଙ୍କ ସମସ୍ୟା ସମ୍ପର୍କରେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking