24.1 C
Bhubaneswar
Tuesday, May 24, 2022
Homeଓଡିଶା. 🌹☘️🙏🏻" ଆଜିର ଅନୁଚିନ୍ତା "🙏🏻☘️🌹

. 🌹☘️🙏🏻” ଆଜିର ଅନୁଚିନ୍ତା “🙏🏻☘️🌹

➡️”ପ୍ରତ୍ୟେକ ଭୁଲ – ବୁଝାବଣାର ଶେଷ ସମାଧାନ କେବଳ କ୍ଷମା ହିଁ ହୋଇଥାଏ , ତ କରିଦିଅ କିମ୍ବା ମାଗିନିଅ !!”

➡️”ଏମିତି କିଛି ପ୍ରଶ୍ନ ଥାଏ ଯାହାର ଉତ୍ତର କେବେବି ମିଳି ନଥାଏ . ଏମିତି କିଛି ଭୁଲ୍ ଥାଏ ଯାହାର କ୍ଷମା ସହଜରେ ମିଳି ନଥାଏ . ଆଉ ଏମିତି କିଛି କଷ୍ଟ ଥାଏ ଯାହା କାହାକୁ କହି ହୋଇ ନଥାଏ !!”

➡️”ନିଜର କଳ୍ପନା ଶକ୍ତିକୁ ବ୍ୟବହାର କରି ଜୀବନକୁ ପରିବର୍ତ୍ତନ କରିବାର କ୍ଷମତା ଆମର ଅଛି . କଳ୍ପନା ଏକ ମାଂସପେଶୀ ଭଳି ଏହାକୁ ଯେତେ ଅଧିକ ବ୍ୟବହାର କରିବ ସେ ସେତେ ଅଧିକ ଶକ୍ତିଶାଳୀ ହେବ , କିନ୍ତୁ ତାକୁ ଉଚିତ୍ ମାର୍ଗରେ ବ୍ୟବହାର କରନ୍ତୁ ଭବିଷ୍ୟତ ଆନନ୍ଦମୟ ହେବ !!”

➡️”ନିଜ ପାଖରେ ଯେତେ ଜ୍ଞାନ କିମ୍ବା ଦକ୍ଷତା ଥଲେ ସୁଦ୍ଧା ଯଦି ଆପଣଙ୍କ ପାଖରେ ସାହସ ନାହିଁ ତେବେ ଆପଣ କୌଣସି କାର୍ଯ୍ୟରେ ସଫଳତା ହାସଲ କରି ପାରିବେ ନାହିଁ . ତେଣୁ କାମ କରିବା ପୂର୍ବରୁ ପ୍ରଥମେ ନିଜ ସାହସକୁ ଏକଜୁଟ କରି କାମ ଆରମ୍ଭ କରନ୍ତୁ !!”

ଅଦ୍ୟ ଜାନୁଆରୀ ମାସ ୧୯ ତାରିଖ ୨୦୨୨ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ମାଘ- କୃଷ୍ଣପକ୍ଷ
ତିଥି- ପ୍ରତିପଦ ଦିବା ଘ ୦୬/୫୫ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ପୁଷ୍ୟା ଦିବା ଘ ୦୭/୨୨ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ପ୍ରିତି
କରଣ – କୌଳବ
ସୌରମାସ- ମକର ୦୬ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୯/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୭/୨୮
*✧═════•❁❀
ଯୋଗିନୀ ପୂର୍ବେ ଦିବା ଘ ୦୬/୫୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
କର୍କଟ ରାଶିର ଘାତବାର
ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। -ଦିବା ଘ ୦୯/୧୦ ଗତେ ଘ୧୦/୩୩ ମଧ୍ୟେ
ବାରବେଳ। – ଦିବା ଘ ୧୧/୫୩ ଗତେ ଘ୦୧/୧୭ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୮/୦୫ ମଧ୍ୟେ ଓ ଘ ୦୧/୧୭ ଗତେ ଘ୦୨/୨୯ ମଧ୍ୟେ ଓ ରାତ୍ରି ଘ ୦୬/୧୭ ଗତେ ଘ୦୮/୩୭ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ ୦୪/୫୩ ଗତେ ଘ୦୫/୨୭ ମଧ୍ୟେ ଓ ରାତ୍ରି ଘ ୦୮/୩୯ ଗତେ ଘ୧୦/୧୫ ମଧ୍ୟେ*
═✧══•❁❀❁•═════✧
ଅଦ୍ୟ ପାଣିକଖାରୁ ଦିବା ଘ ୦୬/୫୫ ଗତେ ବୋଇତି କଖାରୁଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
✧═════•❁❀❁•═════✧
🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
✧═════•❁❀❁•═════✧
🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
✧═════•❁❀❁•═════✧
🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
✧═════•❁❀❁•═════✧
🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
✧═════•❁❀❁•═════✧
🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
✧═════•❁❀❁•═════✧
🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking