ଅର୍ଥନୈତିକ ସର୍ଭେ ରିପୋର୍ଟରେ ଗ୍ରାମ୍ୟ ଉନ୍ନୟନ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ଆର୍ôଥକ ବର୍ଷର ଅର୍ଥନୀତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି । ଏଥିରେ ଗ୍ରାମାଞ୍ଚଳ ବିକାଶ ଉପରେ ଗୁରୁ୍‌ତ୍ୱ ପ୍ରଦାନ କରାଯାଇଛି । ସର୍ଭେରେ କୁହାଯାଇଛି ଯେ ଦେଶର ୬୫% ଜନସାଧାରଣ (୨୦୨୧ତଥ୍ୟ) ଗ୍ରାମାଞ୍ଚଳରେ ବସବାସ କରନ୍ତି । ଏହାଛଡା କୃଷି ଉପରେ ନିର୍ଭର କରୁଥିବା ଲୋକଙ୍କ ସଂଖ୍ୟା ୪୭ଶତାଂଶ । ତେଣୁ ଗ୍ରାମାଞ୍ଚଳ ଲୋକଙ୍କ ଜୀବନଧାରଣର ମାନରେ ଉନ୍ନତି ଆଣିବା ପାଇଁ ସରକାର ବିଶେଷ … Continue reading ଅର୍ଥନୈତିକ ସର୍ଭେ ରିପୋର୍ଟରେ ଗ୍ରାମ୍ୟ ଉନ୍ନୟନ ଉପରେ ଗୁରୁତ୍ୱ