34.1 C
Bhubaneswar
Friday, March 29, 2024
Homeଓଡିଶାଆଜି ଆଉ ୧୦ ମୁଣ୍ଡ ନେଲା କରୋନା

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି, ଫଳରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ସେହିପରି ଖୋର୍ଦ୍ଧାରେ ୩, ଯାଜପୁର, କଳାହାଣ୍ଡି ସୁନ୍ଦରଗଡରେ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking