ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, କଳିଙ୍ଗ ଷ୍ଟାଡିୟମ୍‌ରେ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବା ସହ ଉଦ୍‌ବୋଧନ ଦେବେ । ଶିକ୍ଷକଙ୍କ ମଧ୍ୟରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି … Continue reading ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, କଳିଙ୍ଗ ଷ୍ଟାଡିୟମ୍‌ରେ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ