36.1 C
Bhubaneswar
Thursday, March 5, 2026
Homeଓଡିଶାଆସନ୍ତାକାଲି ଓଡିଶା ଆସିବେ ଅମିତ ଶାହ

ଆସନ୍ତାକାଲି ଓଡିଶା ଆସିବେ ଅମିତ ଶାହ

ଭୁବନେଶ୍ୱର: ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଓଡିଶା ପହଞ୍ଚିବା ପରେ ସିଧା ମୁଣ୍ଡୁଳି ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ପରେ ପାରାଦୀପ ଓ ଭୁବନେଶ୍ୱରରେ ମଧ୍ୟ ଶାହ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ  ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ  ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking