31.1 C
Bhubaneswar
Tuesday, March 24, 2026
Homeଓଡିଶାଏସସିବି ନିଆଁ : ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଏସସିବି ନିଆଁ : ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ଆଜି ବି ଚାଲିପାରିନି ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ଓ ବିଜେଡି ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି। ଏବଂ ଏସସିବି ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯାହାକୁ ନେଇ ବାଚସ୍ପତି ଗୃହକୁ ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking