28.1 C
Bhubaneswar
Sunday, September 22, 2024
Homeଓଡିଶାଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ୩ ମୃତ

ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ୩ ମୃତ

ବାରିପଦା: ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍ ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଏହିଭଳି ଭୟଙ୍କର ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି ।

କାନାଡାରେ ବିମାନ କ୍ରାଶ : ୬ ମୃତ, ଜଣେ ଗୁରୁତର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking