ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ୩ ମୃତ

ବାରିପଦା: ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍ ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଏହିଭଳି ଭୟଙ୍କର ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି । କାନାଡାରେ ବିମାନ କ୍ରାଶ : ୬ ମୃତ, ଜଣେ ଗୁରୁତର