38.1 C
Bhubaneswar
Wednesday, May 1, 2024
Homeଅପରାଧଚକଲେଟ କିଣିବାକୁ ଯାଇଥିବା ନାବାଳିକାଙ୍କୁ ଦୁଷ୍କର୍ମ

ଚକଲେଟ କିଣିବାକୁ ଯାଇଥିବା ନାବାଳିକାଙ୍କୁ ଦୁଷ୍କର୍ମ

ବାଲେଶ୍ଵର: ଚକଲେଟ କିଣିବାକୁ ଯାଇ ନାବାଳିକା ଦୋକାନୀ ଦ୍ଵାରା ଦୁଷ୍କର୍ମ ଶିକାର ଘଟଣା‌ରେ ଦୋକାନୀ ଅଜୟ ବେହେରାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଓ ଅନାଦେୟ ହେଲେ ଅଧିକ ୨ ବର୍ଷ ଜେଲ ଦଣ୍ଡ। ୧୭ ଜଣ ସାକ୍ଷୀ, ୧୮ଟି ଦଲିଲ ଓ ଦସ୍ତାବିଜକୁ ଆଧାର କରି ରାୟ ଶୁଣାଇଛନ୍ତି ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୂତାର।

ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଦୋକାନୀ ଅଜୟ ବେହେରା ନାମରେ ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଏହି ମାମଲାରେ ସରକାରଙ୍କ ପକ୍ଷରୁ ସ୍ଵତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking