29.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଚନ୍ଦ୍ରବାବୁଙ୍କ ଜାମିନ ଶୁଣାଣି ୨୧କୁ ଘୁଞ୍ଚିଲା

ଚନ୍ଦ୍ରବାବୁଙ୍କ ଜାମିନ ଶୁଣାଣି ୨୧କୁ ଘୁଞ୍ଚିଲା

ଅମରାବତୀ: ତେଲୁଗୁ ଦେଶମ ପାର୍ଟି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଜାମିନ ଆବେଦନର ଶୁଣାଣିକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଚଳିତମାସ ୨୧କୁ ସ୍ଥଗିତ ରଖିଛନ୍ତି । ୩୦୦ ଗୋଟି ଟଙ୍କାର ଏକ ଦୁର୍ନୀତି ମାମଲାରେ ଅଭିଯୁକ୍ତ ହୋଇଥିବା ଚନ୍ଦ୍ରବାବୁଙ୍କୁ ଆନ୍ଧ୍ରପ୍ରଦେଶ ଦୁର୍ନୀତି ନିବାରଣ ବିଭାଗ ଚଳିତମାସ ୯ରେ ଗିରଫ କରିଥିଲା । ପରବର୍ତ୍ତୀ ସମୟରେ ଅଦାଲତ ତାଙ୍କୁ ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ହାଜତରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ଚନ୍ଦ୍ରବାବୁ ମୁଖ୍ୟମନ୍ତ୍ରୀ ଥିବାବେଳେ ଆନ୍ଧ୍ରପ୍ରଦେଶରେ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରିବା ଆଳରେ ୩୦୦ କୋଟି ଟଙ୍କାର ହେରଫେର କରିଥିବା ଅଭିଯୋଗ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking