ଛୋଟ ଡ୍ରେସ୍‌-ଚିରା ଜିନ୍ସ ପିନ୍ଧିଥିଲେ, ଏହି ମନ୍ଦିରକୁ ଯିବା ମନା

ଉତ୍ତରାଖଣ୍ଡ: ଯଦି ଆପଣ ଉତ୍ତରାଖଣ୍ଡର ନୈନିତାଲ ଜିଲ୍ଲାରେ ଥିବା ବିଶ୍ୱ ପ୍ରସିଦ୍ଧ କାଞ୍ଚି ଧାମ ମନ୍ଦିରରେ ବାବା ନିବ କରୋରୀ ମହାରାଜଙ୍କୁ ଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ନିହାତି ଜରୁରୀ । କାରଣ ମନ୍ଦିରରେ ପ୍ରବେଶ ପାଇଁ ଏବେ କଡ଼ା କଡ଼ି ହୋଇଛି ନିୟମ । ଯଦି ଆପଣ ମର୍ଯ୍ୟଦାହୀନ ପୋଷାକ ବା ଅତ୍ୟାଧୁନିକ କୁହଯାଉଥିବା ପୋଷାକ ପିନ୍ଧି ମନ୍ଦିରକୁ ଆସୁଛନ୍ତି, ତେବେ ଆପଣକୁ ପ୍ରବେଶ ଅନୁମତି ମିଳିବ … Continue reading ଛୋଟ ଡ୍ରେସ୍‌-ଚିରା ଜିନ୍ସ ପିନ୍ଧିଥିଲେ, ଏହି ମନ୍ଦିରକୁ ଯିବା ମନା