28.1 C
Bhubaneswar
Monday, May 5, 2025
Homeଓଡିଶାଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କାନ୍ଥରେ ଜିଲ୍ଲାପାଳଙ୍କ ବିରୋଧରେ ଲେଖା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କାନ୍ଥରେ ଜିଲ୍ଲାପାଳଙ୍କ ବିରୋଧରେ ଲେଖା

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ବିରୋଧରେ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ କାନ୍ଥରେ ଜିଲାପାଳ ଚୋର ହେ, ଦୁର୍ନୀତିଖୋର ଅଫିସର, ଜିଲ୍ଲାପାଳଙ୍କ କିଲଡ୍ ପିଏ ଆଦି ସମ୍ମାନହାନିସୂଚକ ମନ୍ତବ୍ୟ କାନ୍ଥରେ ଲେଖାଯାଇଛି । ପୂର୍ବରୁ ପୂର୍ବତନ ସାଂସଦ କଂଗ୍ରେସର ପ୍ରଦୀପ ମାଝୀ ପ୍ରେସମିଟ କରି ଜିଲ୍ଲାପାଳଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିଲେ । ଏହା ପରେ ଗତ ୨୮ ତାରିଖରେ ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତଦେହ ସତୀଗୁଡା ଡ୍ୟାମରୁ ମିଳିଥିଲା । ଏହାପରେ ଏଭଳି ଲେଖାକୁ ନେଇ ନାନା କଥା ଶୁଣିବାକୁ ମିଳୁଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

https://onakhabar.com/2020/01/01/2020-2021-buddget/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking