28.1 C
Bhubaneswar
Thursday, September 19, 2024
Homeଦେଶ ବିଦେଶଟ୍ରକ ଧକ୍କାରେ ବାଇକ୍ ଆରୋହୀ ମୃତ

ଟ୍ରକ ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲି: ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟ ରାଜପଥର ଧୁବେନଛାପଲ ଛକ ନିକଟରେ ଗତକାଲି ଅପରାହ୍ନରେ ଏକ ଟ୍ରକ ଧକ୍କାରେ ଜନୈକ ବାଇକ୍ ଆରୋହୀ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ଜଣେ ଲୁନା ଆରୋହୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ମୃତ ବାଇକ ଆରୋହୀ ମେଘପାଳ ନିବାସୀ ସୁମିତ ସମଦ (୨୬) ଏବଂ ଆହତ ଲୁଗା ଆରୋହୀ ଝାରସୁଗୁଡା ଜିଲ୍ଲାର ରାମପୁର ଗ୍ରାମ ର ଅଗସ୍ତି ବେହେରା (୫୩) ବୋଲି ଠେଲକୋଲୋଇ ଆଇଆଇସି ସାବିତ୍ରୀ ବଳଙ୍କ ଠାରୁ ପ୍ରକାଶ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking