ଗଂଜାମ: ଗଂଜାମରେ ଲଜ୍ଜା! ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ ହୋଇଛି । ୪ ଯୁବକ ଘରୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଚାରି ଜଣ ଯୁବକ ସଂପୃକ୍ତ ଥିବା ନେଇ ଥାନାରେ ପରିବାର ଲୋକେ ଏତଲା ଦେଇଛନ୍ତି । ଅଭିଯୋଗ ଆଧାରରେ ୪ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।