38.1 C
Bhubaneswar
Saturday, April 20, 2024
Homeକରୋନାଦେଶରେ ୫,୮୭୪ଜଣ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୫,୮୭୪ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ୫,୮୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହିତ କୋଭିଡ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ଦେଶରେ ୨୪ ଘଣ୍ଟାରେ ୫,୮୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କୋଭିଡ୍ ସଂକ୍ରମଣରୁ ୮ ହଜାର ୧୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୪୯ ହଜାର ୧୫ରେ ପହଞ୍ଚିଛି।

ଦେଶରେ ଏବେସୁଦ୍ଧା ମୃତ୍ୟୁସଂଖ୍ୟା ୫ ଲକ୍ଷ ୩୧ ହଜାର ୫୩୩ ରହିଛି। ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଯାହା ଚିନ୍ତାର କାରଣ ପାଲଟିଛି। ଜନସାଧାରଣ କୋଭିଡ ନିୟମ ମାନି ଚଳିବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking