34.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ୭୦ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ୭୦ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ଲକ୍ଷ ୫୩ହଜାର ୮୦୭କୁ ବୃଦ୍ଧି ପାଇଛି । ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮ହଜାର ୩୩୪କୁ ବୃଦ୍ଧିପାଇଛି । ଦେଶରେ ୨୪ଘଣ୍ଟାରେ ୭୪,୩୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୧୮ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବର୍ତ୍ତମାନ ଦେଶରେ ୮ଲକ୍ଷ ୬୭ହଜାର ୪୯୬ଜଣ ଆକ୍ରାନ୍ତ ଚିକିତ୍ସିତ ଥିବାବେଳେ ୬୦,୭୭,୯୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking