30.1 C
Bhubaneswar
Saturday, July 6, 2024
Homeଓଡିଶାଧାମନଗର ଫଳାଫଳ: ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ

ଧାମନଗର ଫଳାଫଳ: ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ୧୧ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୫୩୧୦ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୪୯,୭୯୪ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୪୪,୪୮୪। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ୨୦୪୬ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜୁ ଦାସ ୬୩୧୯ ଭୋଟ ପାଇଛନ୍ତି । ୧୧ତମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ୪୬୫ ଭୋଟ ଅଧିକ ପାଇଛନ୍ତି ।

ଧାମନଗର ଫଳାଫଳ: ୧୦ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking