36.1 C
Bhubaneswar
Thursday, May 2, 2024
Homeଦେଶ ବିଦେଶନାମାଙ୍କନ ଦାଖଲ କଲେ ଅମିତ ଶାହ

ନାମାଙ୍କନ ଦାଖଲ କଲେ ଅମିତ ଶାହ

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଶୁକ୍ରବାର ଦିନ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଗୁଜୁରାଟ ଗାନ୍ଧୀନଗର ଆସନ ପାଇଁ ନାମାଙ୍କନ ଭରିଛନ୍ତି ଅମିତ । ଶାହ ଗାନ୍ଧିନଗର ଆସନରୁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବେ। ନାମାଙ୍କନ ବେଳେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ ।

ଭୋଟ ଦେଲେ ପି ଚିଦାମ୍ବରମ୍

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking