37.1 C
Bhubaneswar
Thursday, March 12, 2026
Homeଓଡିଶାନିରବିଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ନିର୍ଦ୍ଦେଶ

ନିରବିଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ପଦକ୍ଷେପ । ଏନେଇ ଗୃହରେ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ନିରବିଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ୩୦ ଜିଲ୍ଲା, ଟ୍ୱିନ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking