28.1 C
Bhubaneswar
Wednesday, April 24, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଟିପ୍ପଣୀ, ଆର୍‌ଟିଆଇ କର୍ମୀ ଗିରଫ

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଟିପ୍ପଣୀ, ଆର୍‌ଟିଆଇ କର୍ମୀ ଗିରଫ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ନେତା କିରୀଟ ସୋମେୟାଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ କରିବା ଅଭିଯୋଗରେ ମୁମ୍ବାଇ ପୁଲିସ ଜଣେ ଆର୍‌ଟିଆ କର୍ମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତର ନାଁ ଗୁଲାମ କାଜି ଏବଂ ତା’ ବିରୋଧରେ ବହୁ ଧାରାରେ କେସ୍ ରୁଜୁ କରାଯାଇଛି ।

ନୂଆ ସଂସଦ ଭବନ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking