30.1 C
Bhubaneswar
Wednesday, April 24, 2024
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଗଭୀର ଅବପାତରେ ପରିଣତ ; ଗଜପତିର ୫୦୦ ଲୋକଙ୍କୁ ସ୍ଥାନାନ୍ତର

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଗଭୀର ଅବପାତରେ ପରିଣତ ; ଗଜପତିର ୫୦୦ ଲୋକଙ୍କୁ ସ୍ଥାନାନ୍ତର

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇସାରିଛି। ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଗଜପତିର ୪ଟି ବ୍ଲକରୁ ପ୍ରାୟ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ପାହାଡ଼ ଉପରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ପ୍ରଶାସନ ତ୍ୱରିତ ପଦକ୍ଷେପ ନେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking