ବିଷାକ୍ତ ମଦ ପିଇ ପଞ୍ଜାବରେ ୨୧ ମୃତ, ୪୦ ଆହତ

ପଞ୍ଜାବ : ପଞ୍ଜାବ ସାଙ୍ଗରୁର ଜିଲ୍ଲାରୁ ଘଟିଛି ଅଭାବନୀୟ ଘଟଣା। ବିଷାକ୍ତ ମଦ ପିଇ ଯାଉଛି ଜୀବନ। ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଥିବା ସୂଚନା ମିଳିଛି। ସାଙ୍ଗରୁରର ମୁଖ୍ୟ ଚିକିତ୍ସା ଅଧିକାରୀ (ସିଏମଓ)ଙ୍କ କହିବା ଅନୁଯାୟୀ, ଇଥାନଲ ମିଶ୍ରିତ ବିଷାକ୍ତ ମଦ ପିଇବା ପରେ ଅତି କମରେ ୪୦ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲା। ମାର୍ଚ୍ଚ ୨୦, ବୁଧବାର ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପରଦିନ ପଟିଆଲାର ରଜିନ୍ଦ୍ର ଡାକ୍ତରଖାନାରେ ଚିକିତ୍ସା ସମୟରେ ଆଉ ଚାରି ଜଣଙ୍କର … Continue reading ବିଷାକ୍ତ ମଦ ପିଇ ପଞ୍ଜାବରେ ୨୧ ମୃତ, ୪୦ ଆହତ