କେନ୍ଦ୍ରାପଡ଼ା: ରାଜ୍ୟରେ ଦୁର୍ନୀତିଖୋର ଅଧିକାରୀଙ୍କ ଚେର ମାଡ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ପଞ୍ଝାରେ ପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ । ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ସଞ୍ଜୀବ ସିଂ ।