31.1 C
Bhubaneswar
Sunday, May 19, 2024
Homeଓଡିଶାଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ

ବାରିପଦା: ମୟୂରଭଞ୍ଜ ବାରିପଦା ଉପଜିଲାପାଳ କାର୍ଯ୍ୟାଳୟର ରାଜସ୍ବ ସହାୟକ ରାମଚନ୍ଦ୍ର ସେନ୍ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସୂୂଚନା ଅନୁସାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

କୁଳିଆନା ପଢ଼ିଆରିପୁରରେ ଥିବା ୪ ମହଲା କୋଠା, ରଘୁନାଥଗଞ୍ଜରେ ଥିବା ୩ ମହଲା କୋଠାରେ ରେଡ୍ ହୋଇଛି । ଏଠାରେ ଏକ ଫିଜିଓଥେରାପି କ୍ଲିନିକ ମଧ୍ୟ ରହିଛି । ବାରିପଦାସ୍ଥିତ ଅଫିସ ଚାମ୍ବର, ସାମଖୁଣ୍ଟା ତହସିଲ ଅଫିସରେ ଥିବା ପୁଅର ଚାମ୍ବର ଓ ବାରିପଦା ଟାଉନ ତୁଳସୀ ଚଉରାରେ ଥିବା ସମ୍ପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking