ମଣିପୁରର ୧୧ଟି ବୁଥରେ ସାନିମତଦାନ ଆରମ୍ଭ

ଇମ୍ଫାଲ: ମଣିପୁରର ୧୧ଟି ବୁଥରେ ଆରମ୍ଭ ହେଲା ସାନି ମତଦାନ । ହିଂସା ଯୋଗୁଁ ଏପ୍ରିଲ ୧୯ ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ଏହି ସବୁ ବୁଥରେ ମତଦାନ ପ୍ରଭାବିତ ହୋଇଥିଲା । କଡା ସୁରକ୍ଷା ମଧ୍ୟରେ ମତ ସାବ୍ୟସ୍ତ କରୁଛନ୍ତି ମତଦାତା । ଆଭ୍ୟନ୍ତରୀଣ ମଣିପୁର ସଂସଦୀୟ ନିର୍ବାଚନମଣ୍ଡଳୀର ୧୧ଟି ବୁଥରେ ସକାଳ ୭ଟାରୁ ସାନି ମତଦାନ ଆରମ୍ଭ ହୋଇଛି । ଶାନ୍ତି ଶୃଙ୍ଖଳାର ସହ ଧାଡିରେ ଛିଡା ହୋଇ ଭୋଟ ଦେଉଛନ୍ତି ଭୋଟର । … Continue reading ମଣିପୁରର ୧୧ଟି ବୁଥରେ ସାନିମତଦାନ ଆରମ୍ଭ