30.1 C
Bhubaneswar
Thursday, February 12, 2026
Homeଓଡିଶାମେ’ ରେ ପରବର୍ତ୍ତୀ ଓଟିଇଟି ପରୀକ୍ଷା

ମେ’ ରେ ପରବର୍ତ୍ତୀ ଓଟିଇଟି ପରୀକ୍ଷା

ଭୁବନେଶ୍ୱର: ମେ’ ତୃତୀୟ ସପ୍ତାହରେ ପରବର୍ତ୍ତୀ ଓଟିଇଟି- ୨୦୨୬ ପରୀକ୍ଷା । ଖୁବ ଶୀଘ୍ର ଆବେଦନ ନେଇ ତାରିଖ ପ୍ରକାଶ ପାଇବ କହିଛନ୍ତି, ବିଏସଇ । ପରୀକ୍ଷା ତାରିଖ ଓ ସିଲାବସ ନେଇ ମଧ୍ୟ ସୂଚନା ଦେବ ବୋର୍ଡ । ସୂଚନାଥାଉକି ଆଜି ୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ  ପ୍ରକାଶ ପାଇଛି ।ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩ ହଜାର ୯୫୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପେପର-୧ ଓ ପେପର-୨ରେ ମୋଟ ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ରହିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking