26.1 C
Bhubaneswar
Saturday, July 4, 2026
Homeଓଡିଶାରାଜଧାନୀରେ ଜଳିଗଲା ଇଭି

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ ସ୍କୁଟି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସ୍କୁଟି ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ ହୋଇଯାଇଛି। ଅନ୍ୟପକ୍ଷେ ରଥରୋଡ଼ ଭଳି ଜନଗହଳିପୂର୍ଣ୍ଣ ରାସ୍ତାରେ ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡିବା ଘଟଣାକୁ ନେଇ ଲୋକେ ଭୟଭୀତ ହୋଇପଡିଥିବା ବେଳେ ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking