ଭୁବନେଶ୍ୱର: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି । ୨୦ ଜଣଙ୍କୁ ପୋଲିସ ପଦକ ପ୍ରଦାନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ବର୍ଗ – ୧ରେ ଆଇପିଏସ ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଲା ପଦକ । ବର୍ଗ – ୨ରେ ପୁରୀ ଏସ୍ପି ପ୍ରତୀକ ସିଂହଙ୍କୁ ରାଜ୍ୟପାଳ ପଦକ ମିଳିଛି ।










