26.1 C
Bhubaneswar
Tuesday, June 10, 2025
Homeଓଡିଶାଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ । ଆଜି ମନ୍ଦିର ଭିତରେ ଜଣେ ଅଣହିନ୍ଦୁ ପ୍ରବେଶ କରିଥିବା ଚିହ୍ନଟ କରିଥିଲେ ପୁଲିସ ଓ ମନ୍ଦିର କର୍ମଚାରୀ । ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ ଥର ଲିଙ୍ଗରାଜ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ କରିବା ନଜିର ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking