32.1 C
Bhubaneswar
Tuesday, October 22, 2024
Homeଓଡିଶାସକ୍ରିୟ ରହିଛି ଘୂର୍ଣ୍ଣିବଳୟ

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

‘ଚନ୍ଦ୍ରଯାନ-୩’ ଲଞ୍ଚ୍‌ ବେଳେ ‘କାଉଣ୍ଟଡାଉନ୍‌’ ଘୋଷଣା କରିଥିବା ‘ଇସ୍ରୋ’ ବୈଜ୍ଞାନିକା ବାଲାର୍ମାତିଙ୍କ ପରଲୋକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking