33.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗ୧୮୨ତମ ଦିବସରେ ପହଁଚିଲା କରୋନା ସଚେତନତା କାର୍ଯ୍ୟକ୍ରମ

୧୮୨ତମ ଦିବସରେ ପହଁଚିଲା କରୋନା ସଚେତନତା କାର୍ଯ୍ୟକ୍ରମ

ଯାଜପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଳକ ଅନ୍ତର୍ଗତ ବାବଲପୁରସ୍ଥିତ ଜାତୀୟ ସମାଜ କଲ୍ୟାଣକାରୀ ଲୋକସଂଗଠନ ଚିନ୍ମୟ ଫାଉଣ୍ଡେସନର ଓ ଫାଉଣ୍ଡେସନଦ୍ଵାରା ପରିଚାଳିତ ମଙ୍ଗଳପୁରସ୍ଥିତ ଡଲଫିନ୍ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପର ପକ୍ଷରୁ ଆଜକୁ ଦୀର୍ଘ ୧୮୨ଦିନ ଧରି କରୋନା ସଚେତନତା ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଚାଲିଥିବା ବେଳେ,ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ୟା ପ୍ରଭାବିତ ଅଞ୍ଚଳ ମାନଙ୍କରେ ଲୋକମାନଙ୍କର ସ୍ୱାସ୍ଥ୍ୟ ସମସ୍ୟାକୁ ଆଖି ଆଗରେ ରଖି ଔଷଧ, ବ୍ଲିଚିଂ,ଓ.ଆର.ଏସ,ସାନିଟାଇଜର,ମାସ୍କ ଆଦି ଆଜକୁ ଦୀର୍ଘ ୭ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନ ମାନଙ୍କରେ ବଣ୍ଟନ କରାଯାଉଥିବାର ଦେଖିବାକୁ ମିଳିଛି।ଏଥିରେ ଫାଉଣ୍ଡେସନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶ,ଡଲଫିନ୍ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପର ନିର୍ଦ୍ଦେଶକ ମାଷ୍ଟର ମିହିର କୁମାର ମଲ୍ଲିକ ,ସୁଶ୍ରୀ ବର୍ଷାରାଣୀ ମାଝୀ,ସୁଶ୍ରୀ ଶ୍ରାବଣୀ ମାଝୀ,ସୁଶ୍ରୀ ରୋଜାଲିନ ମଲ୍ଲିକ,ମାମିନା ମଲ୍ଲିକ, ସାଧୁ ନିଲୁ ବାବା,ଅଧ୍ୟାପକ ଭରତ ଚନ୍ଦ୍ର ବେହେରା, ସାମ୍ବାଦିକ ଜ୍ୟୋତିଶଙ୍କର ରାୟ,ସୁଶ୍ରୀ ସମୀକ୍ଷା ରାୟ ,ଦିଗବିଜୟ ଦାଶ, ଉମାକାନ୍ତ ଦଳାଇ,ମାନସ ସେଠ ଆଦି ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking