32.1 C
Bhubaneswar
Thursday, May 2, 2024
Homeଅପରାଧ୫-ଟି ସଚିବଙ୍କୁ କାଳିମାଡ଼

୫-ଟି ସଚିବଙ୍କୁ କାଳିମାଡ଼

ବ୍ୟୁରୋ :୫-ଟି ସଚିବ ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧୀ ପାର୍ଟିଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରୁଛନ୍ତି। ତେବେ ଆଜି ତାଙ୍କ ଉପରକୁ କାଳି ମାଡ଼ ହୋଇଛି। ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ଯୋଗ ଦେବାକୁ ଯିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳି ମାଡ଼ କରିଥିଲେ। କାଳି ୫-ଟି ସଚିବ ଭି. କେ ପାଣ୍ଡିଆନଙ୍କ ମୁହଁରେ ପଡ଼ିଥିଲା। ଏହା ସହିତ ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। କାଳିମାଡ଼ କରିଥିବା ବ୍ୟକ୍ତିକୁ ପୁଲିସ ଗିରଫ କରିଛି।

ପୁରୀ ଗସ୍ତରେ ୫ଟି ସଚିବ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking