27.1 C
Bhubaneswar
Thursday, February 26, 2026
Homeଓଡିଶାବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି

ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି

କେନ୍ଦ୍ରାପଡା: କେନ୍ଦ୍ରାପଡା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର ହୋଇଛି । ବିଗତ କିଛି ବର୍ଷ ଧରି ରଥର ୧୪ଟି ଟକ ଠିକ ନଥିବାରୁ ଅସୁବିଧା ହେଉଥିଲା । ରଥ ଟଣା ବେଳେ ବିଭିନ୍ନ ପ୍ରକାର ବିଭିନ୍ନ ପ୍ରକାର ବିଘ୍ନ ସୃଷ୍ଟି ହୋଇଥିଲା । ବାହୁଡା ଯାତ୍ରା ସମୟରେ ମଧ୍ୟ ସମାନ ପରିସ୍ଥିତି ପରିଲକ୍ଷିତ ହେଉଥିଲା । ଉପରୋକ୍ତ ବିଭ୍ରାଟ ଭକ୍ତମାନଙ୍କ ମନରେ ଅସନ୍ତୋଷର ସୃଷ୍ଟି କରିଥିଲା । ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ସରକାର ୧ କୋଟି ମଞ୍ଜୁର କଲେ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking