ଆଗାମୀ ନିର୍ବାଚନ ପାଇଁ କଂଗ୍ରେସର ୧୦ ଗ୍ୟାରେଟିଂ

ଯାଜପୁର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ୧୦ଟି ଗ୍ୟାରେଟିଂ ଘୋଷଣା ହୋଇଛି । ୨୪ ବର୍ଷର ବିଜେଡି ଓ ୯ ବର୍ଷର ବିଜେପି ଶାସନରେ ଯାହା ହୋଇନାହିଁ ତାହା କଂଗ୍ରେସ କରି ଦେଖାଇବ ବୋଲି କୁହାଯାଇଛି । ଏନେଇ ଯାଜପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ମନୋଜ ରାଉତଙ୍କ ସଭାପତିତ୍ୱରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀରେ ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଂଟିଆ … Continue reading ଆଗାମୀ ନିର୍ବାଚନ ପାଇଁ କଂଗ୍ରେସର ୧୦ ଗ୍ୟାରେଟିଂ