31.1 C
Bhubaneswar
Tuesday, April 23, 2024
Homeଓଡିଶାଆଉ ୧୦ କରୋନା ମୃତ୍ୟୁ: ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି

ଆଉ ୧୦ କରୋନା ମୃତ୍ୟୁ: ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ୨, କଟକ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking