27.1 C
Bhubaneswar
Thursday, April 25, 2024
Homeଓଡିଶାଆଉ ୧୦ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି

ଆଉ ୧୦ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨ , ଅନୁଗୁଳ, କୋରାପୁଟ,ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking