32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ୧୦ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି

ରାଜ୍ୟରେ ୧୦ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୮୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି, କେରାପୁଟ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking