20.1 C
Bhubaneswar
Sunday, December 7, 2025
Homeଓଡିଶାବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି: ମନ୍ତ୍ରୀ

ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି: ମନ୍ତ୍ରୀ

ଭୁବନେଶ୍ୱର: ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ଆଇନ ମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି । କେନ୍ଦ୍ରପଡା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ । ଏନେଇ ପରିକ୍ରମା ପ୍ରକଳ୍ପ ପାଇଁ ସମୀକ୍ଷା ପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । କେନ୍ଦ୍ରପଡା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ପରେ ଦେଇଛନ୍ତି ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । ସୂଚନା ଦେଇ କହିଛନ୍ତି ଯେ ଖୁବ୍ ଶୀଘ୍ର ଫାଇନାଲ୍ ଡିପିଆର୍‌, ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ । ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନରଙ୍କ ଉପସ୍ଥିତିରେ ହେଲା ଚୂଡାନ୍ତ । ବୈଠକରେ ମହାକାଳପଡା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ମଧ୍ୟ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking