26.1 C
Bhubaneswar
Tuesday, September 17, 2024
Homeଓଡିଶାହିଞ୍ଜିଳିରେ ୨୪ ବର୍ଷରେ ୧୦୦ ହତ୍ୟା

ହିଞ୍ଜିଳିରେ ୨୪ ବର୍ଷରେ ୧୦୦ ହତ୍ୟା

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା । ଗୃହରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉତ୍ତର । ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା । ୧୦୦ ହତ୍ୟା ମାମଲାରେ ମୋଟ ୩୨୮ ଜଣଙ୍କୁ ଗିରଫ କରାଯାଇଛି । ୧୦୦ ମାମଲାରୁ ୯ଟି ମାମଲାରେ ଦୋଷୀଙ୍କୁ ଦଣ୍ଡିତ କରାଯାଇଛି । ୨୨ଟି ମାମଲାରେ ଦୋଷମୁକ୍ତ, ୬୯ ମାମଲା ବିଚାରାଧୀନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking