33.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଖୁସି ଖବର । ରାଜ୍ୟରେ ଆଜି ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡରୁ ସର୍ବାଧିକ ୧୪୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୨, ଖୋର୍ଦ୍ଧାରୁ ୯୫, ଅନୁଗୁଳରୁ ୭୫, କେନ୍ଦ୍ରାପଡାରୁ ୫୯, ମୟୁରଭଂଜରୁ ୫୫, ଜଗତସିଂହପୁରରୁ ୫୦, କୋରାପୁଟରୁ ୪୧, ନୂଆପଡାରୁ ୩୯, କେନ୍ଦୁଝରରୁ ୩୭, ବରଗଡରୁ ୩୦, ପୁରୀରୁ ୨୯, ବାଲେଶ୍ୱରରୁ ୨୮, ଢେଙ୍କାନାଳରୁ ୨୬, ନବରଂଗପୁରରୁ ୨୪, ବଲାଙ୍ଗୀରରୁ ୨୩, କଳାହାଣ୍ଡିରୁ ୨୨, ଯାଜପୁରରୁ ୨୧, ନୟାଗଡରୁ ୧୭, ଗଂଜାମରୁ ୧୫, ଝାରସୁଗୁଡାରୁ ୧୨, ସମ୍ବଲପୁରରୁ ୧୨, ରାୟଗଡାରୁ ୧୦, ସୋନପୁରରୁ ୧୦, କନ୍ଧମାଳରୁ ୯, ଦେଓଗଡରୁ ୫, ଭଦ୍ରକରୁ ୪, ମାଲକାନଗିରିରୁ ୪, ବୌଦ୍ଧରୁ ୩, ଗଜପତିରୁ ୧ ଓ ଷ୍ଟେଟ ପୁଲରୁ ୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ମୋଟ କରୋନା ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking