26.1 C
Bhubaneswar
Sunday, May 10, 2026
Homeଓଡିଶାନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣିବା ଘଟଣା; ମାଗଣାରେ ଉନ୍ନତ ଚିକିତ୍ସା ଯୋଗାଇ...

ନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣିବା ଘଟଣା; ମାଗଣାରେ ଉନ୍ନତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଅନୁଗୁଳରେ ଜଣେ ନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣୀ ଗୁରୁତର ଆହତ କରିବା ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଆଜି ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଓ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସହିତ ଆଲୋଚନା କରିଛନ୍ତି।

ଆହତ ଛାତ୍ରଙ୍କୁ ବିନା ମୂଲ୍ୟରେ ସର୍ବଶ୍ରେଷ୍ଠ ଚିକିତ୍ସା ଯୋଗାଇ ଦେଇ ତାର ଜୀବନ ବଞ୍ଚାଇବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅନୁଗୁଳ ବିଧାୟକ ଆହତ ଛାତ୍ରଙ୍କ ପରିବାର ବର୍ଗଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଛାତ୍ରଙ୍କ ଚିକିତ୍ସା ପାଇଁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking