38.1 C
Bhubaneswar
Tuesday, April 23, 2024
Homeଓଡିଶାବଡ଼ଖବର : ରାଜ୍ୟରେ ୧୧ ଜୀବନ ନେଲା କରୋନା, ସର୍ବାଧିକ ଖୋର୍ଦ୍ଧା

ବଡ଼ଖବର : ରାଜ୍ୟରେ ୧୧ ଜୀବନ ନେଲା କରୋନା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ରାଜ୍ୟରେ ଆଜି ୧୧ ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼,ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ରାଜ୍ୟରେ ଆଉ ୧୦ ହଜାର ୪୧୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୨୬ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବଧିକ ୧୭୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking