30.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ ?

ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡା, ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking