36.1 C
Bhubaneswar
Tuesday, May 21, 2024
Homeଓଡିଶାରାଜ୍ୟରେ ଗତ୨୪ ଘଣ୍ଟାରେ ୧୧ ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ୨୪ ଘଣ୍ଟାରେ ୧୧ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking